ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ମାଲକାନଗିରି ଗସ୍ତ ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ…
ମାଲକାନଗିରି : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।!-->…