ରୁଷ ସେନାରୁ ଛାଡ଼ ପାଇଲେ ୪୫ ଭାରତୀୟ
ମସ୍କୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭାରତର ବୈଦେଶିକ ମନ୍ତ୍ରାଳୟର ହସ୍ତକ୍ଷେପ କାମ ଦେଇଛି । ରୁଷ ସେନାରେ ବେଆଇନ ଭାବେ ସୈନିକ କାମ କରୁଥିବା ପ୍ରାୟ ୪୫ ଭାରତୀୟ ମୁକ୍ତ ହୋଇଛନ୍ତି । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ସୂଚନା ଦେଇଛି ।ରୁଷ ସେନାରେ ଏବେ ବି ୫୦ ଜଣ ଭାରତୀୟ!-->…