କରୋନାରେ ଚାଲିଗଲା ୨ ଜୀବନ, ୪ ସଂକ୍ରମିତ ଚିହ୍ନଟ
ଆନ୍ଧ୍ରପ୍ରଦେଶ : ଦେଶକୁ ପୁଣି କରୋନା ଭୟ ଘାରିଛି । ଆନ୍ଧ୍ରପ୍ରଦେଶର କଡପ୍ପାରେ ବୁଧବାର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ଘଟିଛି । ତାଙ୍କୁ ଗତମାସରେ ଭେଲ୍ଲୋରର ସିଏମ୍ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ କୋଭିଡ୍ ଟେଷ୍ଟ ପଜିଟିଭ ଆସିଥିଲା । ୪ ଦିନ!-->…