ବାର୍ଡ ଫ୍ଲୁ ଆତଙ୍କ: କ୍ବାରେଣ୍ଟିନରେ ୫ କୁକୁଡ଼ା ଚାଷୀ
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ’କୁ ନେଇ ପ୍ରଶାସନର ତତ୍ପରତା । ୫ କୁକୁଡ଼ା ଚାଷୀଙ୍କ ସ୍ବାବ ନମୁନା ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ । ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଲା ବିଭାଗ । ରିପୋର୍ଟ ନଆସିବା ପର୍ଯ୍ୟନ୍ତ ହୋମ୍ କ୍ବାରେଣ୍ଟିନରେ ରହିବେ ୫!-->…