ରାଜ୍ୟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି, ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ସମ୍ଭାବ୍ୟ ବନ୍ୟା ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତି । ସମସ୍ତ କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ । ସ୍ଥିତି ଉପରେ ନଜର ରଖିବାକୁ ଇଂଜିନିୟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ସଚିବ ମନୋଜ ଆହୁଜା ଆଜି ଲଗାଣ ବର୍ଷା!-->…