ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗରେ ସ୍ଵାଗତ ସମାରୋହ
ବାଲିଗୁଡା, ୧୦/୦୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମାରୋହ ଉତ୍ସବ ଆୟୋଜିତ ହୋଇଯାଇଛି। ଉକ୍ତ ସମାବେଶରେ ମୁଖ୍ୟ ଅତିଥି ଭାବେ ରାମନାଗୁଡା ସରକାରୀ ମହାବିଦ୍ୟାଳୟ!-->…