ଭାରତରେ ମଙ୍କିପକ୍ସ ଆକ୍ରାନ୍ତ, ସନ୍ଦିଗ୍ଧ ଯୁବକଙ୍କ ରିପୋର୍ଟ ପଜିଟିଭ୍
ଭାରତରେ ପ୍ରବେଶ କରିଛି ମକ୍ସିପକ୍ସ ଭୂତାଣୁ। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣଙ୍କ ମକ୍ସିପକ୍ସ ଚିହ୍ନଟ ହୋଇଥିବା ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ। ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା। ତାଙ୍କୁ ଏକାନ୍ତବାସରେ ରଖାଯିବା ସହ ତାଙ୍କ!-->…