କଂଗ୍ରେସ-ଏସପି ମେଣ୍ଟରେ ପ୍ରିୟଙ୍କା ଚାହୁଁଛନ୍ତି ୬୦-୪୦ ପ୍ରତିଶତ ଆସନ ଫର୍ମୁଲା
ଲକ୍ଷ୍ନୌ: ଖୁବ ଶୀଘ୍ର ଉତ୍ତରପ୍ରଦେଶର ୧୦ଟି ବିଧାନସଭା ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏହି ଉପ-ନିର୍ବାଚନର ତାରିଖ ଘୋଷଣା କରାଯାଇ ନାହିଁ, କିନ୍ତୁ ସମସ୍ତ ରାଜନୈତିକ ଦଳ ଏଥିପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଏକାଠି ଲଢ଼ିବା ପାଇଁ ଏସପି ଏବଂ!-->…