ସମାଜବାଦୀ ପାର୍ଟିକୁ ପୁଣି ଫେରିବେ କି ଅପର୍ଣ୍ଣା ଯାଦବ?
ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବକଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଘରକୁ ଫେରିପାରନ୍ତି। ବିଜେପି ଛାଡି ସେ ପୁଣି ଥରେ ସମାଜବାଦୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। କାରଣ ବିଜେପି ତରଫରୁ ତାଙ୍କ ଉତ୍ତରପ୍ରଦେଶ ମହିଳା ଆୟୋଗର ଉପାଧ୍ୟକ୍ଷ ଭାବେ!-->…