କାଠଯୋଡ଼ି ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ:କଟକରେ ଚାଞ୍ଚଲ୍ୟ । ପୁରୀଘାଟ ଥାନା ଅନ୍ତର୍ଗତ ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ । କେହି ଦୁର୍ବୃତ୍ତ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୁଣ୍ଡ କାଟି ଶବକୁ ଏଠାରେ…

ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍‌’, ଡ୍ରାଇଭର ଫେରାର୍‌

କଟକ: ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ଦୁର୍ଘଟଣା। ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ବାଇକ୍‌କୁ ଧକ୍କା ଦେଇ ୪୦ ଫୁଟ ଘୋଷାଡ଼ି ନେଲା ଆମ୍ ବସ୍। ଗୁରୁତର ବାଇକ୍‌ ଆରୋହୀ ମେଡିକାଲ୍‌ରେ ଭର୍ତ୍ତି। ସେପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍‌। ଦୁର୍ଘଟଣାରେ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ…

ଟ୍ରକକୁ ଧକ୍କା ଦେଲା କାର୍, ପିଲା ସହିତ ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଉମରିୟା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଛି କାର୍ । ଭୟଙ୍କର ଧକ୍କା ଯୋଗୁଁ ଗୋଟିଏ ପରିବାରରର ୪ ଜଣଙ୍କ ଜୀବନ ଚାଲିଯାଇଛି । ଖବର ମୁତାବକ, ଆଜି ସକାଳେ କୋତିୱାଲି ଥାନା ଅନ୍ତର୍ଗତ ଭରୋଲା ଗାଁ…

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା : ଚାଲିଗଲା ୭ ସାଙ୍ଗଙ୍କ ଜୀବନ

କର୍ଣ୍ଣାଟକ : କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାରେ ଏକ ଦ୍ରୁତଗାମୀ ଟ୍ରକ୍ ଏବଂ କାର୍ ମଧ୍ୟରେ ଜୋରଦାର୍ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ…

ରୋହିଣୀରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ୩ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର ରୋହିଣୀ ସେକ୍ଟର-୧୬ରେ ବୁଧବାର ଦିନ ଏକ ୪ ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡିଛି । ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଥିଲା, ଅନ୍ୟ କିଛି ଲୋକ ଆହତ ହୋଇଛନ୍ତି । ଉଦ୍ଧାର ଅଭିଯାନ ଏଯାଏଁ ଜାରି ରହିଛି । NDRF,ଦିଲ୍ଲୀ ଅଗ୍ନିଶମ ସେବା ଏବଂ ଦିଲ୍ଲୀ ପୋଲିସର ଦଳ…

ଇରାନର ସବୁଠାରୁ ବଡ଼ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ

ଇରାନ : ଇରାନ ଉପରେ ଆମେରିକାର ପୁଣି ଆକ୍ରମଣ । ଇରାନର ଦକ୍ଷିଣ ଭାଗରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ପୁଣି ଏୟାର ଷ୍ଟ୍ରାଇକ କରିଛି ସେଣ୍ଟକମ । ଆକ୍ରମଣରେ IRGCର ୬୦ରୁ ଅଧିକ ସାମରିକ ବୋଟ୍, ମିସାଇଲ୍ ଓ ଡ୍ରୋନ୍ ସଂରକ୍ଷଣ କେନ୍ଦ୍ର, ଉପକୂଳ ରାଡାର୍ ବ୍ୟବସ୍ଥା ଏବଂ ଏୟାର…

ଭାରତ–ଅଷ୍ଟ୍ରେଲିଆ ମଧ୍ୟରେ ୟୁରାନିୟମ୍ ଚୁକ୍ତି ସ୍ୱାକ୍ଷରିତ

ମେଲବୋର୍ଣ୍ଣ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୟୁରାନିୟମ୍ ଯୋଗାଣକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ମେଲବୋର୍ଣ୍ଣରେ ଆୟୋଜିତ ଦ୍ୱିପକ୍ଷୀୟ ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ୍ ମିଳିତ ସାମ୍ବାଦିକ…

ଭାରତୀୟ ସେନାର ଫାୟାରପାୱାରରେ ବଡ଼ ବୃଦ୍ଧି, ‘ପିନାକା’ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ଭାରତର ରକ୍ଷା ଶକ୍ତିକୁ ମିଳିଲା ବଡ଼ ବଳ| ଓଡ଼ିଶାର ଚାନ୍ଦିପୁର ପୁଣି ଥରେ ଦେଶର ରକ୍ଷା କ୍ଷମତାର ଏକ ବଡ଼ ସଫଳତାର ସାକ୍ଷୀ ପାଲଟିଛି। ଡିଆରଡିଓ (DRDO) ବୁଧବାର ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ସ୍ୱଦେଶୀ ପିନାକା ଲଙ୍ଗ ରେଞ୍ଜ ଗାଇଡେଡ୍ ରକେଟ୍ (LRGR)ର ସଫଳ ଉଡ଼ାଣ ପରୀକ୍ଷା…

ଇରାନ ଉପରେ ପୁଣି ଆକ୍ରମଣ କଲା ଆମେରିକା

ନୂଆଦିଲ୍ଲୀ: ଇରାନ ଉପରେ ପୁଣି ବିମାନ ଆକ୍ରମଣ କରିଛି ଆମେରିକା। ଯାହା ପରେ ଇରାନ ପକ୍ଷରୁ ବାହାରିନ, କୁଏତ ଏବଂ କାତାର ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଆରମ୍ଭ କରାଯାଇଛି। ତେବେ ଦୁଇ ଦେଶ ମଧ୍ୟରେ ଚାଲିଥିବା ମଧ୍ୟବର୍ତ୍ତୀକାଳୀନ ଚୁକ୍ତିକୁ ପୁଣି ଥରେ ବିପଦରେ ପକାଇଛି। ଆମେରିକା…

ପ୍ରଶାସନର ଅବହେଳା ପରେ ଆଗେଇ ଆସିଲେ ବିଧାୟକ: ନିଜ ପାଣ୍ଠିରୁ ଓଡ଼ିଶା-ଝାଡ଼ଖଣ୍ଡ ସଂଯୋଗୀକାରୀ…

କୁଆଁରମୁଣ୍ଡା/ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ବ୍ଲକ ଦଲକି ପଞ୍ଚାୟତ ଓଡ଼ିଶା ଓ ଝାଡ଼ଖଣ୍ଡ (ରାଞ୍ଚି)କୁ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ 'ଲକ୍ଷ୍ମୀପୋଷ-ଦଲକି' ସେତୁର ମରାମତି ପାଇଁ ଶେଷରେ ଆଗେଇ ଆସିଛନ୍ତି ବୀରମିତ୍ରପୁର ବିଧାୟକ ଶ୍ରୀ ରୋହିତ ଜୋସେଫ…