ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମରେ ଚଢାଉ, ୯ ଗିରଫ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ପୋଲିସକୁ ମିଳିଛି ବଡ ସଫଳତା l ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମ ଉପରେ ଚଢାଉ କରିଛି ପୋଲିସ l ଉକ୍ତ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ପୋଲିସ l ତେବେ ଏହି ବେଆଇନ ଗର୍ଭପାତ ଉକ୍ତ ନର୍ସିଙ୍ଗ ହୋମର ମାଲିକ ମାମିନା ମହାପାତ୍ର ଏବଂ ତାଙ୍କ ସ୍ଵାମୀ!-->…