ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ସମୂହ ଗୁରୁପୂଜନ ମହୋତ୍ସବ-ଶିକ୍ଷକଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର : ପବିତ୍ର ଗୁରୁଦିବସ ଅବସରରେ ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ଗୁରୁପୂଜନ ମହୋତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି।ଟାଙ୍ଗଣା ପଲ୍ଲୀ ହରଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଗୁରୁପୂଜନ ମହୋତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ତଥା ଅବସରପ୍ରାପ୍ତ!-->…