ଗଣେଶ ପୂଜା ଚାନ୍ଦା ନ ଦେବାରୁ ଗାଡ଼ି ଜାଳିଦେଲେ
ସମ୍ବଲପୁର : ଗଣେଶ ପୂଜା ଚାନ୍ଦା ନ ଦେବାରୁ ୨ଟି ବାଇକ ଜାଳିଦେଲେ ଦୁର୍ବୃତ୍ତ। ସମ୍ବଲପୁର ଜିଲ୍ଲା କ୍ଷେତରାଜପୁର ଥାନା ଅନ୍ତର୍ଗତ ଦୁର୍ଗାପାଲି ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କ୍ଷେତରାଜପୁର ଥାନା ଅର୍ନ୍ତଗତ ଦୁର୍ଗାପାଲିରେ ରହୁଥିବା ଜୟନ୍ତ ମେହେର।ଗତ!-->…