ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ
ହାଇଦ୍ରାବାଦ : ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ। ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ।ରେଳ ବ୍ରିଜ୍ର!-->…