ଆମ୍ବୁଲାନ୍ସ ଚକା ଫାଟିବାରୁ ଚାଲିଗଲା ରୋଗୀଙ୍କ ଜୀବନ
ଭବାନୀପାଟଣା : ଆମ୍ବୁଲାନ୍ସ ଚକା ଫାଟିବାରୁ ଚକା ବଦଳା ଯିବାକୁ ଉଦ୍ୟମ ହେଲା। ତେବେ ଅନ୍ୟ ଚକଟି ମଧ୍ୟ ଖରାପ ଥିଲା। ଏଣୁ ଦୀର୍ଘ ସମୟ ପରେ ଅନ୍ୟ ଏକ ଆମ୍ବୁଲାନ୍ସରେ ରୋଗୀଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିବା ବେଳେ ରୋଗୀଙ୍କ ମୃତ୍ୟୁ ଘଟିଲା। ଏଭଳି ଏକ ଦୁଃଖଦ ଘଟଣା କଳାହାଣ୍ଡି ଜିଲ୍ଲାରେ!-->…