ଡେଙ୍ଗୁକୁ ମହାମାରୀ ଘୋଷଣା କଲେ କର୍ଣ୍ଣାଟକ ସରକାର
ଡେଙ୍ଗୁକୁ ମହାମାରୀ ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର । ଏ ନେଇ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି । ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୁଥିବାରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ‘କର୍ଣ୍ଣାଟକ ମହାମାରୀ ରୋଗ ଅଧିନିୟମ ୨୦୨୦’ରେ ସଂଶୋଧନ ପାଇଁ ସରକାର ନିୟମ ପ୍ରସ୍ତୁତ କରିଛନ୍ତି!-->…