ମାଲକାନଗିରି ଜିଲ୍ଲାରେ ନବରଙ୍ଗପୁର ସାଂସଦଙ୍କ ସମୀକ୍ଷା ବୈଠକ
ମାଲକାନଗିରି : ଆଜି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ବନଖଣ୍ଡ ଅଧିକାରୀ, ପ୍ରତାପ କଟ୍ଟାପଲ୍ଲୀ,!-->…