ନବରଙ୍ଗପୁର ଜିଲ୍ଲା ଶାଖା ରେଡକ୍ରସ ସୋସାଇଟି ର ସାଧାରଣ ବୈଠକ…
ନବରଙ୍ଗପୁର:୩.୦୯.୨୦୨୪:- ନବରଙ୍ଗପୁର ମିଶନ ଶକ୍ତି ସଭାଗୃହ ରେ ଜିଲ୍ଲା ସ୍ତରୀୟ ରେଡ଼କ୍ରସ ର ସାଧାରଣ ବୈଠକ ଅଧ୍ୟକ୍ଷ ଭାରତୀୟ ରେଡ଼କ୍ରସ ସୋସାଇଟି, ଜିଲ୍ଲା ଶାଖା ନବରଙ୍ଗପୁର ତଥା ଜିଲ୍ଲାପାଳ ନବରଙ୍ଗପୁର ଡ଼ଃ ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ!-->!-->!-->…