ଗୁପ୍ତ ରତ୍ନଭଣ୍ଡାର ଥାଇପାରେ: ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ବର : ଗୁପ୍ତ ରତ୍ନଭଣ୍ଡାର ଥାଇପାରେ। ସେଥିପାଇଁ ଜିପିଆର ସର୍ଭେ କରାଯିବ। ଓଡ଼ିଶା ରିପୋର୍ଟରକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଏହି କଥା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ ସାରିଦେଲାଣି। ବର୍ତ୍ତମାନ ଯୋଡ଼ିଏ!-->…