କନଷ୍ଟେବଳ ନିଯୁକ୍ତି ପରୀକ୍ଷା ବେଳେ ୨୫ ବେହୋସ, ୩ ମୃତ
ରାଞ୍ଚି : ଝାଡ଼ଖଣ୍ଡର ପଲାମୁରେ କନଷ୍ଟେବଳ ନିଯୁକ୍ତି ପାଇଁ ଫିଜିକାଲ ଟେଷ୍ଟ ବେଳେ ଘଟିଛି ଅଘଟଣ। ପରୀକ୍ଷା ବେଳେ ଅତ୍ୟଧିକ ଶାରୀରିକ ପରିଏଶ୍ରମ ଯୋଗୁ ପ୍ରାୟ ୨୫ ପରିକ୍ଷାର୍ଥୀ ବେହୋସ ହୋଇ ପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଆଖି ବୁଜି ଦେଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ୨୫!-->…