ବିଜେପିରେ ମିଶିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ
ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା (JMM) ନେତା ଚମ୍ପାଇ ସୋରେନ ଆଜି ବିଜେପିରେ ଯୋଗ ଦେଇଛନ୍ତି। ରାଞ୍ଚିରେ ଝାରଖଣ୍ଡ ବିଜେପି ସଭାପତି ବାବୁଲା ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ!-->…