ନନ୍ଦନକାନନରେ ୫ ନୂଆ ସଦସ୍ୟ
ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଲା ସିଂହ/ସିଂହୀଙ୍କ ସଂଖ୍ୟା। କାରଣ ଆଜି ୫ ଶାବକଙ୍କୁ ଜନ୍ମ ଦେଇଛି ସିଂହୀ ବିଜ୍ଲୀ। ସିଂହ ସମ୍ରାଟ ଓ ସିଂହୀ ବିଜ୍ଲୀଙ୍କ ମିଳନରୁ ଏହି ୫ ଶାବକ ଜନ୍ମ ହୋଇଛନ୍ତି। ବିଜ୍ଲୀ ଏବେ ତା’ ନବଜାତ ଶାବକମାନଙ୍କ ଯତ୍ନ!-->…