ବାର୍ଡ ଫ୍ଲୁ; ୩୮ଟି ରାପିଡ୍ ରେସପନ୍ସ ଟିମ୍ ଗଠିତ
ଭୁବନେଶ୍ୱର: ବାର୍ଡ ଫ୍ଲୁ ନିୟନ୍ତ୍ରଣ ପାଇଁ ଗଠିତ ହେବ ୩୮ଟି ରାପିଡ୍ ରେସପନ୍ସ ଟିମ୍ l ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ l ୨୦ଟି ଟିମ୍ କୁକୁଡ଼ା ମରା ଓ ବିଶୋଧନ ପାଇଁ ଗଠିତ ହୋଇଛି l ସେହିପରି ୧୮ଟି ଟିମ୍ ଚଢ଼ାଉ ଓ ଲୋକଙ୍କୁ ସଚେତନ କରାଇବେ l!-->…