ନିଶା ଦେଇ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ହଡ଼ତାଳ ମଧ୍ୟରେ ମହାରାଷ୍ଟ୍ରରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟକର୍ମୀ ଓ ନର୍ସମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ଡାକ୍ତରଖାନା ଘେରାଉ!-->…