ବିଜେପି ଗୋସାଇଁନୂଆଗାଁ ମଣ୍ଡଳ ପକ୍ଷରୁ ସଦସ୍ୟତା ଅଭିଯାନ ୨୦୨୪ ପାଇଁ ଅନୁଷ୍ଠିତ ହେଲା କର୍ମଶାଳା
ବ୍ରହ୍ମପୁର, ୨୬/୮ : ଭାରତୀୟ ଜନତା ପାର୍ଟି ଗୋସାଇଁନୂଆଗାଁ ମଣ୍ଡଳ ପକ୍ଷରୁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆଜି ମଣ୍ଡଳ ସ୍ତରୀୟ "ସଦସ୍ୟତା ଅଭିଯାନ କର୍ମଶାଳା" ସ୍ଥାନୀୟ ଗୋସାଇଁନୂଆଗାଁ ସ୍ଥିତ ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ!-->…