ପହଲଗାମ ଆକ୍ରମଣ ସହ ସମ୍ପୃକ୍ତ ଥିବା ଲସ୍କର-ଇ-ତୋଇବାର ଶୀର୍ଷ କମାଣ୍ଡର ନିହତ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି । ଦୀର୍ଘ ୪ ଦିନ ଧରି ଚାଲିଥିବା ସର୍ଚ୍ଚ ଅପରେସନ ପରେ ଯବାନ ଚର୍ଚ୍ଚିତ ଲସ୍କର-ଇ-ତୋଇବାର ଜଣେ ଶୀର୍ଷ କମାଣ୍ଡର ନିହତ ହୋଇଛି । ପହଲଗାମ୍ ଆକ୍ରମଣ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଥିବା ଶୀର୍ଷ କମାଣ୍ଡରଙ୍କ ମୃତଦେହ…

ମଝି ଆକାଶରୁ ଗାୟବ ହେଲା ପାକିସ୍ତାନର କାର୍ଗୋ ବିମାନ

ଲାହୋର : ୟୁଏଇ ଶାରଜାହରୁ ପାକିସ୍ତାନ କରାଚୀ ଆସୁଥିବା ଏକ ପାକିସ୍ତାନୀ କାର୍ଗୋ ବିମାନ ମଙ୍ଗଳବାର ରାତିରେ ମଝି ଆକାଶରୁ ନିଖୋଜ ହୋଇଯାଇଛି । ବିମାନରେ ଚାଳକ ଦଳର ପାଞ୍ଚ ଜଣ କ୍ରୁ ସଦସ୍ୟ ଥିଲେ । ବିମାନର ସନ୍ଧାନ ଜାରି ରହିଛି । ପାକିସ୍ତାନ ବିମାନବନ୍ଦର କର୍ତ୍ତୃପକ୍ଷ…

ଇରାନ ଉପରେ ଆମେରିକାର ମିସାଇଲ ମାଡ଼! ୮୦ଟି ଘାଟି ଧ୍ୱଂସ

ଆମେରିକା : ବଦଲା ନେଲା ଆମେରିକା! । ଇରାନ ଉପରେ ଟ୍ରମ୍ପସେନାର ମିସାଇଲ ମାଡ଼!। ୮୦ଟି ଘାଟି ଧ୍ୱଂସ । ଇରାନର ସାମରିକ ଘାଟି ଉପରେ ବୋମାମାଡ କରିଛି ଆମେରିକା। କିଛି ସପ୍ତାହ ପୂର୍ବରୁ ହୋଇଥିବା ଅସ୍ଥାୟୀ ସରକାରୀ ଚୁକ୍ତିକୁ ବେଖାତିର କରି ଆମେରିକା ଓ ଇରାନ ମଧ୍ୟରେ ପୁଣି ଥରେ ଭୟଙ୍କର…

ଇଣ୍ଡୋନେସିଆରେ ବିଜୁ ବାବୁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ସଂଗ୍ରାମ ସମୟରେ ଡଚ୍-ଅଧିକୃତ ଜାଭାରୁ ଇଣ୍ଡୋନେସିଆ ନେତାମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର…

ଆସନ୍ତାକାଲି ହୀରାକୁଦରୁ ଛଡ଼ାଯିବ ପ୍ରଥମ ପର୍ଯ୍ୟାୟ ବନ୍ୟା ଜଳ, ଖୋଲାଯିବ ୪ଟି ଗେଟ୍

ସମ୍ବଲପୁର:ରାଜ୍ୟରେ ବର୍ଷାର ପରିମାଣ କମୁଥିବା ବେଳେ ଉପରମୁଣ୍ଡରୁ ଆସୁଥିବା ପ୍ରବଳ ଜଳପ୍ରବାହ ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସକାଳ ୧୧ଟାରେ ହୀରାକୁଦ ବନ୍ଧର ୪ଟି ଗେଟ୍ ଖୋଲି ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ…

ଗୁଜୁରାଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

ପୂରୀ: ଶ୍ରୀମନ୍ଦିର ନିକଟରେ ଅପରେସନ ଚକ୍ରବ୍ୟୁହ। ଦୁଇଟି ସ୍ନାଇପର ଟିମ୍ ସହ ଅଗ୍ନିଶମ ବିଭାଗର ଲ୍ୟାଡର୍,K 9 ସନ୍ଧାନୀ କୁକୁର,ବୋମା ନିଷ୍କ୍ରିୟକାରୀ ଦଳ ସାମିଲ ଥିଲ । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ପ୍ରତିହତ କରିବା ପାଇଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବ୍ୟବହିତ ପୂର୍ବରୁ ଗତକାଲି ପରି…

ରଥଯାତ୍ରା ପରିଚାଳନା ପାଇଁ ଦାୟିତ୍ୱ ବଣ୍ଟନ, ଗଠନ ହେଲା ରଥ ନିର୍ଦ୍ଦେଶକ ଓ ବୈଷୟିକ ଦଳ

ପୁରୀ: ରଥଯାତ୍ରା ଓ ବାହୁଡ଼ାଯାତ୍ରା ପରିଚାଳନା ପାଇଁ ଦାୟିତ୍ବ ବଣ୍ଟନ । ରଥଯାତ୍ରା ଓ ବାହୁଡା ଯାତ୍ରା ପାଇଁ ଗଠନ ହେଲା ପ୍ରତ୍ୟେକ ରଥର ନିର୍ଦ୍ଦେଶକ ଦଳ ଓ ବୈଷୟିକ ଦଳ । ଏସ୍ପି ପ୍ରତୀକ ସିଂହଙ୍କୁ ତାଳଧ୍ବଜ ରଥ, ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ନନ୍ଦିଘୋଷ ରଥ ଏବଂ ଅତିରିକ୍ତ…

ଆସନ୍ତାକାଲି ଭୁବନେଶ୍ୱରରେ ହେବ ଜାତୀୟ ବ୍ଲୁ-ଇକୋନୋମି ମହାସମାବେଶ, ଶୁଭାରମ୍ଭ କରିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତାକାଲି ହେବ ଜାତୀୟ ବ୍ଲୁ-ଇକୋନୋମି ମହାସମାବେଶ । ଗଭୀର ସମୁଦ୍ର ମତ୍ସ୍ୟଚାଷର ‘ଅନୁମତି ପତ୍ର’ ଓ ଓଡ଼ିଶା ମିଶନର ଶୁଭାରମ୍ଭ କରିବେ ଉପରାଷ୍ଟ୍ରପତି । ଭାରତ ସରକାରଙ୍କ ମତ୍ସ୍ୟପାଳନ ବିଭାଗ ପକ୍ଷରୁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । …

ବ୍ୟାଙ୍କରେ ଖାତା ଖୋଲି ୪୪ ଶ୍ରମିକ ଠକେଇର ଶିକାର, ଆକାଉଣ୍ଟରେ କୋଟି କୋଟି ଟଙ୍କାର ନେଣଦେଣ

ଢେଙ୍କାନାଳ : ଚାକିରି ଲୋଭରେ ବ୍ୟାଙ୍କରେ ଖାତା ଖୋଲି ୪୪ ଜଣ ଶ୍ରମିକ ଠକେଇର ଶିକାର । ରାଜ୍ୟ ଓ ରାଜ୍ୟ ବାହାରୁ ଆକାଉଣ୍ଟରେ ହୋଇଛି କୋଟି କୋଟି ନେଣଦେଣ । ଏଭଳି ଠକାମୀର ଶିକାର ହୋଇଛନ୍ତି ଢେଙ୍କାନାଳ କଙ୍କଡ଼ାହାଡ଼ ବ୍ଲକର ବିଭିନ୍ନ ଗାଁର ୪୪ ଜଣ ଶ୍ରମିକ। ସୂଚନା ଅନୁସାରେ, କଟକ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ, କଟ୍ ଅଫରେ ରେଭେନ୍ସା ସବୁଠୁ ଆଗରେ

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ଦୁଇ ମେରିଟ୍ ଲିଷ୍ଟ । ରାଜ୍ୟରେ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । କଟ୍ ଅଫ୍ ଶୀର୍ଷରେ ରହିଛି ରେଭେନ୍ସା । କଳାରେ ୮୧%, ବାଣିଜ୍ୟରେ ୮୨.୪୦% ଓ ବିଜ୍ଞାନରେ ସର୍ବାଧିକ ୯୩.୪୦ % ପ୍ରତିଶତ ରହିଛି । ବିଜ୍ଞାନ…