ଘରୁ ଉଦ୍ଧାର ହେଲା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ
ଭୁବନେଶ୍ୱର: କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଲାଗି ଚର୍ଚ୍ଚାରେ ଥିବା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ର ଆଉ ନାହାନ୍ତି। ଆଜି ସକାଳେ ରାଜଧାନୀ ସ୍ଥିତ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ !-->…