ସାଇବର ଅପରାଧ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହେଲା E-Zero FIR

କଟକ: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ସାଇବର ଆର୍ଥିକ ଠକେଇ। ଏହି ଠକେଇକୁ ରୋକିବା ପାଇଁ ଓଡ଼ିଶା ପୋଲିସ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ବୁଧବାର ଦିନ ଓଡ଼ିଶା ପୋଲିସର ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୁର ଖୁରାନିଆ ସାଇବର ଆର୍ଥିକ ଠକେଇ ମାମଲା ଗୁଡ଼ିକର ତ୍ୱରିତ ସମାଧାନ ପାଇଁ…

ଲାଞ୍ଚ ନେବା ବେଳେ ଧରପୋଡିଲେ କୋରାପୁଟ (ଜୟପୁର) ଖଣି ଉପ ନିର୍ଦ୍ଧେଶକ….

(ଜବତ ହେଲା ଚାରୀ ଲକ୍ଷ ନବେ ହଜାର ଟଙ୍କା ) କୋରାପୁଟ :- ବାଲି ଉତ୍ସର ଲିଜ ସମୟ ସରିଲା ପରେ ପୂଣି ସମୟ ବୃଦ୍ଧି କରିବା ପାଇଁ ଏବଂ ଏ ବାବତରେ ଦୁଇ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଦ୍ୱାରା ଧରାପଡିଲେ କୋରାପୁଟ (ଜୟପୁର ) ଖଣି ଉପ ନିର୍ଦ୍ଦେଶକ ସତ୍ୟଜିତ ରାଉତ…

ପ୍ରତ୍ୟୁଷାଙ୍କ ଚିଠି ରହସ୍ୟ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା କଂଗ୍ରେସ…

ନୟାଗଡ଼:ନୟାଗଡ଼ ବିଜେପି ନେତ୍ରୀ ପ୍ରତ୍ୟୁଷା ରଜେଶ୍ୱରୀ ସିଂଙ୍କ ଚିଠି ରହସ୍ୟକୁ ନେଇ ଏବେ ସବୁଠାରେ ଚର୍ଚ୍ଚା ।ପ୍ରତ୍ୟୁଷାଙ୍କ ଚିଠି ପୋଲିସ ବିଭାଗ ବ୍ୟତୀତ ପରୋକ୍ଷରେ ମୁଖ୍ୟମନ୍ତ୍ରୀ ଏବଂ ପ୍ରତ୍ୟୁଷାଙ୍କୁ ମଧ୍ୟ ବଦନାମ କରିଛି। ପ୍ରତ୍ୟୁଷାଙ୍କ ଲେଟରପ୍ୟାଡ, ଦସ୍ତଖତ ଓ ଷ୍ଟାମ୍ପକୁ ନକଲ କରି…

ମାଲକାନଗିରି ମହିଳା ମହାବିଦ୍ୟାଳୟରେ ୭୭ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ମହିଳା ମହାବିଦ୍ୟାଳୟ ପରିସରରେ ୭୭ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମାଲକାନଗିରି ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ (ଏସପି), ମାନ୍ୟବର ଜିଲ୍ଲା ଜଜ୍, ଜିଲ୍ଲା ପରିଷଦ ସଭାପତି ସମାରି…

କିଞ୍ଜିରକେଳାରେ ବୋଲେରୋ-କମାଣ୍ଡର ମୁହାଁମୁହିଁ ଧକ୍କା: ୩ ମୃତ, ଜଣେ ଗୁରୁତର

ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ) : ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଳା ଥାନା ଅଧୀନସ୍ଥ ପାତିକିଜୋର ରାସ୍ତା ମୁହାଣୀ ନିକଟରେ ଆଜି ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ବୋଲେରୋ ଓ କମାଣ୍ଡର ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ…

ଭୁବନେଶ୍ୱରରେ ନିର୍ମାଣ ହେବ ରାଜ୍ୟର ପ୍ରଥମ ସ୍କାଏୱାକ୍, ବ୍ୟୟ ହେବ ୧୮.୪୨ କୋଟି

ଭୁବନେଶ୍ୱର : ଭୁବନେଶ୍ୱରର ପଳାଶୁଣୀ ରସୁଲଗଡ଼ ଅଞ୍ଚଳରେ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ସ୍କାଏୱାକ୍ ନିର୍ମାଣ ହେବ । ୪୫୦ ମିଟର ଲମ୍ବ ବିଶିଷ୍ଟ ଏହି ସ୍କାଏୱାକ୍ ର ଭିତ୍ତିପ୍ରସ୍ତର ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସ୍ଥାପନ କରିଛନ୍ତି । ପ୍ରାୟ ୧୮ କୋଟି ୪୨…

ସୁନ୍ଦରଗଡ଼ରେ ବେଆଇନ ବାଲି ଗଦା ଉପରେ ଚଢ଼ାଉ: ଜେସିବି ଓ ଟିପର୍ ଜବତ

ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ) : ସୁନ୍ଦରଗଡ଼ ଜିଲ୍ଲାରେ ବେଆଇନ ବାଲି ଚୋରାଚାଲାଣ ବିରୋଧରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ରାଏବଗା ଏବଂ ବୀରମିତ୍ରପୁର ପୋଲିସର ମିଳିତ ଆନୁକୁଲ୍ୟରେ ଆଜି ଏକ ବାଲି ଗଦା ଉପରେ ଚଢ଼ାଉ କରାଯାଇ ଗୋଟିଏ ଜେସିବି (JCB) ଏବଂ ଗୋଟିଏ ଟିପର୍ ଟ୍ରକ ଜବତ…

ଫିଟନେସ ନ ଥିଲେ ଜବତ ହେବ ଗାଡ଼ି

ଭୁବନେଶ୍ୱର: ଫିଟନେସ୍ ନଥିଲେ ରାସ୍ତାରେ ଗଡିପାରିବନି ଗାଡି। ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଡ଼କ ଦୁର୍ଘଟଣା ହ୍ରାସ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ। ସଡ଼କ ଦୁର୍ଘଟଣା ହ୍ରାସ ତଥା ସମସ୍ତ ସଡ଼କ ବ୍ୟବହାରକାରୀଙ୍କୁ ସୁରକ୍ଷାକୁ…

ମାସିକ ଶିକ୍ଷା ସମୀକ୍ଷା ବୈଠକରେ ‘ ଆସ୍ପାୟର ‘ ଲୋଗୋ ଉନ୍ମୋଚିତ

ମାଲକାନଗିରି : ଆଜି ଜିଲ୍ଲା ପରିଷଦ ସଭାଗୃହ ଠାରେ ଜୁଲାଇ ମାସ ନିମନ୍ତେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ଜିଲ୍ଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ଜିଲାପାଳଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ବର୍ଷା ଦିନରେ ପିଲାଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷା ଉପରେ…

ମହାନଦୀ ସହ ୭ ପ୍ରମୁଖ ନଦୀ ପାର୍ଶ୍ୱରେ ସୃଷ୍ଟି ହେବ ସବୁଜ ବଳୟ, ଲଗାଯିବ ଲକ୍ଷ ଲକ୍ଷ ଚାରା

ଭୁବନେଶ୍ୱର: କପିଳେଶ୍ଵର ଠାରେ ଆୟୋଜିତ ୭୭ତମ ରାଜ୍ୟସ୍ତରୀୟ ବନ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ବିକଟ ଗ୍ରୀଷ୍ମ ଲହରିର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ ।…