ଫିଟନେସ ନ ଥିଲେ ଜବତ ହେବ ଗାଡ଼ି
ଭୁବନେଶ୍ୱର: ଫିଟନେସ୍ ନଥିଲେ ରାସ୍ତାରେ ଗଡିପାରିବନି ଗାଡି। ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଡ଼କ ଦୁର୍ଘଟଣା ହ୍ରାସ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ। ସଡ଼କ ଦୁର୍ଘଟଣା ହ୍ରାସ ତଥା ସମସ୍ତ ସଡ଼କ ବ୍ୟବହାରକାରୀଙ୍କୁ ସୁରକ୍ଷାକୁ!-->…