ଅହମଦାବାଦ ବିସ୍ଫୋରଣ ମାମଲା ; ୧୧ ଜଣଙ୍କୁ ଆଜୀବନ, ୩୮ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ କାଏମ
ଅହମ୍ମଦାବାଦ : ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ମଙ୍ଗଳବାର ଏକ ବଡ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ଦିନ ଗୁଜୁରାଟ ହାଇକୋର୍ଟ ୨୦୦୮ ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ୱତନ୍ତ୍ର କୋର୍ଟର ଆଦେଶକୁ ବଜାୟ!-->…