ଟିଟିଲାଗଡ଼ରେ ଆଦିବାସୀ ସଂଘର ମହାମେଳି; ସହରରେ ପୁଲିସ ଛାଉଣୀ
ଟିଟିଲାଗଡ଼: କେନ୍ଦ୍ର ଏବଂ ରାଜ୍ୟ ସରକାର ଆଦିବାସୀଙ୍କୁ କ୍ରମାଗତ ଭାବରେ ଅବହେଳା କରୁଥିବା ଅଭିଯୋଗ କରି ଆଜି ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ବିଶାଲ ମେଳି ଓ ରାଲି ପୁଲିସ ପ୍ରଶାସନର ନିଦ ହଜେଇ ଦେଇଥିବା ଦେଖାଯାଇଥିଲା। ସମଗ୍ର ସହର ପୁଲିସ ଛାଉଣୀରେ ପରିଣତ ହୋଇଥିଲା। ଶହ!-->…