କିସ୍ତୱାର ଓ ଡୋଡାରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ, ଦବିଲା ଅନେକ ଗାଡ଼ି

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର କିସ୍ତୱାର ଏବଂ ଡୋଡା ଜିଲ୍ଲାରେ ବନ୍ୟା ସ୍ଥିତି । ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଭୂସ୍ଖଳନ ହୋଇଛି । କିସ୍ତୱାରରେ କ୍ବାର ପାଓ୍ବର ପ୍ରୋଜେକ୍ଟ ନିକଟରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଭୂସ୍ଖଳନ ଯୋଗୁଁ ଅନେକ ଗାଡ଼ି ଦବିଯାଇଛି । ଅନେକ…

ନାଟୋ ସମ୍ମିଳନୀ ପୂର୍ବରୁ କିଭ୍ ଉପରେ ରୁଷର ଆକ୍ରମଣ , ୮ ମୃତ

ନୂଆଦିଲ୍ଲୀ : ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ହେବା ପରେ ସ୍ଥିତି କିଛିଟା ଶାନ୍ତିପୂର୍ଣ୍ଣ ରହିଛି । କିନ୍ତୁ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଜାରି ରହିଛି । ଉଭୟ ଦେଶ ପରସ୍ପର ଉପରେ ଲଗାତାର ଆକ୍ରମଣ କରୁଛନ୍ତି । ଜୁଲାଇ ୭ ରେ ହେବାକୁ…

ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ : ମୁମ୍ବାଇ-ପୁଣେ ଏକ୍ସପ୍ରେସ ୱେ ବନ୍ଦ

ମୁମ୍ବାଇ : ମୁମ୍ବାଇ ସହିତ ବିଭିନ୍ନ ଜିଲ୍ଲାରେ କିଛି ଦିନ ହେଲାଣି ପ୍ରବଳ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମିବା ଯୋଗୁଁ ଗଛ ପଡିବା, ପାଣିରେ କରେଣ୍ଟ ବ୍ୟାପିବା, ମ୍ୟାନହୋଲରେ ଲୋକ ପଡ଼ିବା ଭଳି ବିଭିନ୍ନ…

ଭାରତକୁ ଆସୁଛି ୧୫ ସାର ବୋଝେଇ ଜାହାଜ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ବୈଶ୍ୱିକ ସପ୍ଲାଇ ଚେନ୍‌ ଉପରେ ଏହାର ପ୍ରଭାବ ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ରସାୟନ ଓ ସାର ମନ୍ତ୍ରଣାଳୟ ସୂଚନା ଦେଇଛି ଯେ, ସାର ପ୍ରସ୍ତୁତି ପାଇଁ ଆବଶ୍ୟକ କଞ୍ଚାମାଲ ବୋଝେଇ ୧୫ଟି ଜାହାଜ ସୁରକ୍ଷିତ ଭାବେ…

ମାଲକାନଗିରି ଜିଲ୍ଲାପାଳଙ୍କ ମାର୍କାପାଲ୍ଲୀ ପଞ୍ଚାୟତ ଗସ୍ତ ; ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ସହ ଜିଲ୍ଲା…

ମାଲକାନଗିରି : ମାଲକାନଗିରି ବ୍ଲକ ଅନ୍ତର୍ଗତ ମାର୍କାପାଲ୍ଲୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ…

ଭୋଟର ତାଲିକାରୁ କଟିଲାଣି ୨୦ ଲକ୍ଷରୁ ଅଧିକ ନାମ !

ଭୁବନେଶ୍ୱର: ଗତ ନିର୍ବାଚନରେ ଆପଣ ଭୋଟ୍ ଦେଇଥିଲେ କି? ଯଦି ହଁ, ତେବେ ନିଶ୍ଚିନ୍ତ ହୋଇ ବସି ରୁହନ୍ତୁ ନାହିଁ। କାରଣ ଆଗାମୀ ଦିନରେ ନିର୍ବାଚନ ପାଇଁ ପ୍ରକାଶ ପାଇଥିବା ନୂଆ ଭୋଟର ତାଲିକାରେ ଆପଣଙ୍କ ନାମ ନଥାଇ ମଧ୍ୟ ପାରେ! ୨୦୨୬ ମସିହା ନିମନ୍ତେ ସ୍ୱତନ୍ତ୍ର ସଘନ ସଂଶୋଧନ (Special…

ଦୈନିକ ଚାଲିବ ବ୍ରହ୍ମପୁର-ଉଧ୍‌ନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରେଳମନ୍ତ୍ରୀ

ଗୁଜୁରାଟ ସହ ଭାବଗତ, ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ ଆହୁରି ନିବିଡ଼ ହେବ- ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଖର୍ଚ୍ଚ ହେବ ୩୦୦ କୋଟି - ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଭୁବନେଶ୍ୱର : ଓଡ଼ିଶାର ବିକାଶ ଯାତ୍ରାରେ ଆଜି ଏକ ନୂତନ…

ଆବାସିକ ବିଦ୍ୟାଳୟ ଓ ଛାତ୍ରାବାସରେ ବିଶୁଦ୍ଧ ପାନୀୟ ଜଳ ସୁନିଶ୍ଚିତ କରିବା ନେଇ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ସମସ୍ତ ଆବାସିକ ବିଦ୍ୟାଳୟ ଓ ଛାତ୍ରାବାସରେ ନିରାପଦ ଓ ବିଶୁଦ୍ଧ ପାନୀୟ ଜଳର ଉପଲବ୍ଧତା ସୁନିଶ୍ଚିତ କରିବା ନିମନ୍ତେ ଆଜି ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ, ମାଲକାନଗିରିଙ୍କ ଅଧ୍ୟକ୍ଷତାରେ ଏକ ଭର୍ଚୁଆଲ୍ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ…

ଏଥର ରଥଯାତ୍ରାରେ ନିୟୋଜିତ ହେବେ ୧୨ ହଜାର ପୁଲିସ କର୍ମଚାରୀ

ଭୁବନେଶ୍ବର : ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଶେଷ। ଆଉ ୯ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପୁଲିସ ତରଫରୁ ବ୍ୟବସ୍ଥାର କରାଯାଇଛି ଏନେଇ ପୁଲିସ…

ସଂରକ୍ଷିତ ଜଙ୍ଗଲରେ ୭୭ ତମ ବନମହୋତ୍ସବ ପାଳିତ

ନୟାଗଡ଼,୦୬/୦୭(ନିସର୍ତ୍ତ): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ରଣପୁର ବନାଞ୍ଚଳ ନାକୀଠଣା ବିଟ ହାଉସ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ସୋମବାର ଦିନ ମଧ୍ୟାହ୍ନ ସମୟରେ ୭୭ ତମ ବନମହୋତ୍ସବ ସପ୍ତାହ -୨୦୨୬ ପାଳିତ ହୋଇଯାଇଛି । ଏହି…