ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ
ଭୁବନେଶ୍ବର : ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ । ୩ କୋଟି ଟଙ୍କାର ମାରିଜୁଆନା ଜବତ କଲା କଷ୍ଟମ ବିଭାଗ । ଏହି ମାମଲାରେ କଷ୍ଟମ ବିଭାଗ ଭୁବନେଶ୍ୱର ଏୟାରପୋର୍ଟରୁ ଜଣକୁ ଉଠାଇ ନେଇଛି । ୩ କେଜି ୨୦୦ ଗ୍ରାମ ମାରିଜୁଆନା ସହ କେରଳର ଯୁବକ ଗିରଫ । ବ୍ୟାଙ୍କକରୁ ଚାଲାଣ!-->…