ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁର ପରିଚୟ ମିଳିଲା
ବାଲିଗୁଡା, ତା, ୦୪/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା!-->!-->!-->…