ଚିଲିର ନର୍ସିଂ ହୋମ୍‌ରେ ଅଗ୍ନିକାଣ୍ଡ, ୧୬ ବୃଦ୍ଧ ମୃତ

ସାଣ୍ଟିଆଗୋ: ଚିଲିର ଆରାଉକାନିଆ ଅଞ୍ଚଳର ପିତ୍ରୁଫ୍‌କେନ୍‌ ସହରରେ ଥିବା ଏକ ନର୍ସିଂ ହୋମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୬ ଜଣ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ ଶନିବାର ସକାଳେ ନିଆଁକୁ ଆୟତ୍ତ କରାଯାଇଥିଲା। ଘଟଣାସ୍ଥଳ ରାଜଧାନୀ

ସମାପ୍ତ ହେଲା ୧୮ତମ BRICS ସମ୍ମିଳନୀ, ଅଂଶଗ୍ରହଣ କରିଥିବା ସମସ୍ତ ଦେଶକୁ ଧନ୍ୟବାଦ ଜଣାଇଲେ ପିଏମ୍ ମୋଦି

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ ହୋଇଛି । ଭାରତ ଏହି ସମ୍ମିଳନୀର ଅଧ୍ୟକ୍ଷତା କରିଥିଲା । ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀରେ ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ

ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ସ୍ୱରୂପ ନଗର ଅଞ୍ଚଳରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଏକ ଗୋଦାମରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଦିଲ୍ଲୀ

ଜୟପୁରରେ ଜରୁରୀ ଅବତରଣ କଲା ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ : ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ବିମାନରେ ସମସ୍ୟା ଦେଖାଦେବା ପରେ ବିମାନକୁ ଜୟପୁର ଡାଇଭର୍ଟ କରାଯାଇଛି । ଇଂଜିନିରେ ଖରାପ ସୂଚନା ମିଳିବା ପରେ ବିମାନ ଦିଲ୍ଲୀ ଯିବା ପରିବର୍ତ୍ତେ ଜୟପୁର ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଜରୁରୀ

ଲଗାଣ ବର୍ଷାରେ ଭାଙ୍ଗିଲା ଗଣେଶ ମୂର୍ତ୍ତି, ଦବିଗଲେ ଅନେକ ଯୁବକ

ମୁମ୍ବାଇ : ପ୍ରବଳ ବର୍ଷାରେ ଭାଙ୍ଗିଗଲା ଗଣେଶ ମୂର୍ତ୍ତି । ମୁମ୍ବାଇ ନାଲାସୋପାରାରେ ବର୍ଷା ଯୋଗୁଁ ବଡ଼ ଗଣେଶ ମୂର୍ତ୍ତି ହଠାତ୍ ଭୁଶୁଡିପଡିଥିଲା । ଫଳରେ ୪ ଜଣ ଭକ୍ତ ଦବିଥିବା ଜଣାପଡିଛି । ସ୍ଥାନୀୟ ଲୋକ ତୁରନ୍ତ ଉଦ୍ଧାରକାର୍ଯ୍ୟରେ ଲାଗିପଡିଥିଲେ । ଏମାନଙ୍କୁ ସୁରକ୍ଷିତ ଉଦ୍ଧାର

ୟୁକ୍ରେନ ଉପରକୁ ପୁଣି ଡ୍ରୋନ୍ ଆଟାକ୍ କଲା ରୁଷ, ୯ ମୃତ

ନୂଆଦିଲ୍ଲୀ : ରୁଷ ଓ ୟୁକ୍ରେନ ମଧ୍ୟରେ ତିକ୍ତତା କମିବାର ନାଁ ନେଉନାହିଁ । ରୁଷ ୟୁକ୍ରେନର ବିଭିନ୍ନ ଅଞ୍ଚଳରେ ବଡ଼ ଧରଣର ଆକ୍ରମଣ କରିଛି । ଏହି ଆକ୍ରମଣରେ ଅତିକମରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ

ଗ୍ବାଲିଅରରେ ସ୍କୁଲ ବସ୍ ଉପରକୁ ଆଖିବୁଜା ଗୁଳିମାଡ଼

ଗ୍ବାଲିଅର : ମଧ୍ୟପ୍ରଦେଶ ଗ୍ବାଲିଅରରେ ପିଲାଙ୍କ ବସ୍ ଉପରକୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ଘଟଣା ସମୟରେ ସ୍କୁଲ ବସରେ ୫୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିଲେ । ସବୁଠାରୁ ଆଶ୍ବସ୍ତିକର କଥା ଯେ, କୌଣସି ପିଲାଙ୍କୁ ଆଘାତ ଲାଗିନାହିଁ । ଗୁଳିମାଡ଼ ଯୋଗୁଁ ବସ୍ ଚାଳକ ଆହତ ହୋଇଛନ୍ତି ।

ମହିଳାଙ୍କୁ ପଥରରେ ଛେଚି ହତ୍ୟା

କଟକ :  କଟକ ସି ଡି ଏ  ଫେଜ ୨ ଥାନା ଅନ୍ତର୍ଗତ ସେକ୍ଟର ୧୩ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କଲା ଦୁର୍ବୃତ୍ତ ।  ମୃତ ମହିଳାଙ୍କ  ନାମ ଫୁଲ କୁମର ।  ସେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ, ଏକ ପାଲ କୁଡ଼ିଆ ଘରେ ଅତି ନିର୍ମମ ଭାବେ

ଗଣେଶ ପୂଜାରେ ଡିଜେ ବନ୍ଦ, ଭସାଣୀ ବେଳେ ଫୁଟିବନି ବାଣ, ରାତି ୧୦ଟା ସୁଦ୍ଧା ସରିବ ମେଲୋଡି

ଭୁବନେଶ୍ୱର : ଗଣେଶ ପୂଜାରେ ବାଜିବନି ଡିଜେ। ଭସାଣୀ ବେଳେ ଫୁଟିବନି ବାଣ । ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ। ଗଣେଶ ପୂଜା ପାଇଁ ଚଳିତବର୍ଷ ଭୁବନେଶ୍ୱରରେ କଟକଣା ଜାରି କରିଛି କମିଶନରେଟ ପୋଲିସ। ଭୁବନେଶ୍ୱରରେ ମୁତୟନ ରହିବେ ୩୦ପ୍ଲାଟୁନ ଫୋର୍ସ । ଜଟଣୀ ପାଇଁ ମଧ୍ୟ

ନୂଆଁଖାଇ ପାଇଁ ମାଁ ସମଲେଶ୍ୱରୀଙ୍କଠାରେ ହେଲା ସିନ୍ଦୂର ଲାଗି ନୀତି

ସମ୍ବଲପୁର: ନୂଆଁଖାଇ ପାଇଁ ମାଁ ସମଲେଶ୍ୱରୀଙ୍କ ଠାରେ ଆଜି ନୂତନ ସିନ୍ଦୁର ଲାଗି ହୋଇଛି । ପ୍ରଥମେ ଶ୍ରୀ ଗଣେଶଙ୍କୁ ଆବାହନ କରି ପୂଜାର୍ଚନା କରିବା ପରେ ମାଁ ସମଲେଶ୍ୱରୀଙ୍କ ପାର୍ଶ୍ଵରେ ଥିବା ୧୧୫ ଦେବାଦେବୀଙ୍କୁ ନୂତନ ସିନ୍ଦୂର ଲାଗି କରାଯାଇଥିଲା । ପୂଜକ ମାନେ ମିଶି ଏହି କାର୍ଯ୍ୟ ସମାପନ