ବେଆଇନ ଗ୍ୟାସ ରିଫିଲିଙ୍ଗ: ସିଲିଣ୍ଡରରେ ପାଣି ଭର୍ତ୍ତି କରି ବିକ୍ରି ଅଭିଯୋଗ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
କଟକ : ବେଆଇନ ଗ୍ୟାସ ରିଫିଲିଙ୍ଗ ଏବଂ ଅପମିଶ୍ରଣ ଅଭିଯୋଗରେ ଡେଲିଭରୀ କର୍ମଚାରୀ ଗିରଫ । ଅକସ୍ମାତ୍ ଚଢ଼ାଉ କରି ଧରିଲା ବିଡ଼ାନାସି ଥାନା ପୋଲିସ । ୧୦ଟି ଗ୍ୟାସ ସିଲିଣ୍ଡର ଜବତ ହୋଇଛି । ଏକ୍ସପ୍ଲୋସିଭସ୍ ଆକ୍ଟ ଅନୁଯାୟୀ ମାମଲା ରୁଜୁ କଲା କମିଶନରେଟ୍ ପୋଲିସ । ବେଆଇନ ଭାବେ ଅସୁରକ୍ଷିତ!-->…