ଆସନ୍ତାକାଲି ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି, ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ
ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । !-->…