୭୦୦ କେଜି ଗଞ୍ଜେଇ ସହ ପିକ୍ଅପ୍ ଭ୍ୟାନ୍ ଜବତ…
ବାଲିଗୁଡ଼ା, ତା, ୨୦/୦୩ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ବାରଖମା,ସୁଡ୍ରା ଅଞ୍ଚଳରେ ପୋଲିସ୍ ପେଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଅଞ୍ଚଳରୁ ଅନ୍ୟ ଜିଲ୍ଲାକୁ ବିପୁଳ ପରିମାଣର!-->…