ଅଙ୍ଗନୱାଡି କେନ୍ଦ୍ରରେ ଗରମ ପେଜରେ ପଡି ଛାତ୍ରୀ ଗୁରୁତର
ଟିଟିଲାଗଡ଼: ଗରମ ଖାଦ୍ୟରେ ପଡି ଛାତ୍ରୀ ଗୁରୁତର । ଟିଟିଲାଗଡ଼ ବ୍ଲକ୍ କୁଶକେଲା ଗାଁ ଅଙ୍ଗନୱାଡି କେନ୍ଦ୍ରରେ ଛାତ୍ରୀ ଜଣକ ଗରମ ଖାଦ୍ୟରେ ପଡି ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଅଙ୍ଗନୱାଡି କେନ୍ଦ୍ର କର୍ମଚାରୀ SIR କାର୍ଯ୍ୟ ପାଇଁ ଅନ୍ୟତ୍ର ଯାଇଥିବା ବେଳେ ସହାୟିକା ଖାଦ୍ୟ!-->…