ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ୪ ଅଧିକାରୀଙ୍କୁ ନିଲମ୍ବନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ବଡ଼ କାର୍ଯ୍ୟାନୁଷ୍ଠାନ । ୪ ଅଧିକାରୀ ନିଲମ୍ବିତ । SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସମେତ ୪ ଜଣଙ୍କୁ ନିଲମ୍ବନ କଲେ ସରକାର । ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ପିଲାଙ୍କ ଶିକ୍ଷା ପାଇଁ!-->…