ଶୋଇଥିବା ବେଳେ ଦଳି ଦେଲା ହାତୀ, ଯୁବକ ମୃତ

ଗଁଦିଆ: ଘରେ ଶୋଇଥିବା ସମୟରେ ଗତକାଲି ରାତ୍ରିରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। କପିଳାସ ରେଞ୍ଜ ଅନ୍ତର୍ଗତ ସୋରିଶିଆପଦା ଗ୍ରାମ ପଞ୍ଚାୟତ ଅଧୀନ ରାମେଇଖମାର ଗ୍ରାମର ଅଖିଳ ଭୋଇଙ୍କର ପୁଅ ପ୍ରମୋଦ ଭୋଇ ୪୩ ବର୍ଷ ନିଜର ଚାଳ ଘରେ ଶୋଇ ଥିବା ସମୟରେ ପାଖ ଜଙ୍ଗଲରୁ ଖାଦ୍ୟ

ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ଲଘୁଚାପ, ୨୨ ଓ ୨୩ ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗକୁ ମାଡି ଆସୁଛି କି ବାତ୍ୟା! ଏନେଇ ସମସ୍ତଙ୍କ ମନରେ ଦ୍ବନ୍ଦ ସୃଷ୍ଟି ହେଉଥିଲା। ଭୟରେ ଥିଲେ ରାଜ୍ୟବାସୀ। ଏବେ କିନ୍ତୁ ଏନେଇ ଏବେ ସ୍ପଷ୍ଟ ସୂଚନା ଜାରି ହୋଇଛି। ଏବେ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ। ଏହାର ପ୍ରଭାବରେ ବଡ ବର୍ଷା ହେବ। ୧୧ ଜିଲ୍ଲା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି। ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ ୧୮୦୦ରୁ ଊର୍ଦ୍ଧ୍ୱ

ଭାତରେ ପୋକ ସାଲୁବାଲୁ, ଅଧିକାରୀଙ୍କୁ ଅଭିଯୋଗ କରିବାକୁ ୮ କିମି. ଚାଲିଲେ ଛାତ୍ରୀ

ଉଦଳା: ମୌଳିକ ସୁବିଧା ଦାବିରେ ୮ କିଲୋମିଟର ଚାଲିଲେ ଛାତ୍ରୀ। ମୟୂରଭଞ୍ଜ ଜିଲ୍ଲାସ୍ଥିତ ଏକ ଆଶ୍ରମ ବିଦ୍ୟାଳୟର ଛାତ୍ରୀମାନେ ହଷ୍ଟେଲରେ ଦୁଇ ମାସରୁ ଅଧିକ ସମୟ ଧରି ମୌଳିକ ସୁବିଧାର ଅଭାବ ନେଇ ଅଭିଯୋଗ କରିବାକୁ ୮ କିଲୋମିଟର ଚାଲି ଚାଲି ଯାଇଥିବା ଜଣାପଡ଼ିଛି। ଏହି ଘଟଣା ଉଦଳା ବ୍ଲକ୍

ସରିଲା ସର୍ବଦଳୀୟ ବୈଠକ: ଗୃହ କାର୍ଯ୍ୟ ସୁପରିଚାଳନା ପାଇଁ ସହଯୋଗ ଲୋଡ଼ିଲେ ବାଚସ୍ପତି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଏବଂ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ବାଚସ୍ପତି ସବୁ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।

ମଦର କୁପ୍ରଭାବ ବିରୋଧରେ ଏକଜୁଟ ଦୁଇ ଗ୍ରାମର ମହିଳା : ” ମଦ ନୁହେଁ, ଆମକୁ ଦରକାର ଶାନ୍ତି…

ଉମରକୋଟ : ଦିନକୁ ଦିନ ଅଞ୍ଚଳରେ ଦେଶୀ ମଦ ପ୍ରସ୍ତୁତି ଓ ମଦ୍ୟପାନର ପ୍ରବଣତା ବୃଦ୍ଧି ପାଉଥିବା ଅଭିଯୋଗ ମଧ୍ୟରେ ଏବେ ଏହାର ବିରୋଧରେ ସ୍ୱର ଉଠାଇଛନ୍ତି ବିଭିନ୍ନ ଗ୍ରାମାଞ୍ଚଳର ମହିଳାମାନେ। ମଦ୍ୟପାନ ଯୋଗୁଁ ପରିବାରିକ ଅଶାନ୍ତି, ଆର୍ଥିକ ସମସ୍ୟା, ସାମାଜିକ ବିଶୃଙ୍ଖଳା ଓ ଯୁବପିଢ଼ି ଉପରେ

ଜେଲ୍ ଗଲେ ଚୌଦ୍ୱାର ଜେଲ୍‌ ସୁପରିଟେଣ୍ଡେଣ୍ଟ

କଟକ: ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁଜିତ୍ । ତାଙ୍କ

ଏସ୍‌ଆଇଆର୍‌-୨୦୨୬: ବାଲିଗୁଡ଼ା ବିଧାନସଭା ଆସନର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ

ବାଲିଗୁଡ଼ା : ୮୨-ବାଲିଗୁଡ଼ା (ଏସ୍‌ଟି) ବିଧାନସଭା ନିର୍ବାଚନମଣ୍ଡଳୀର ଏସ୍‌ଆଇଆର୍‌-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା ସୋମବାର ବାଲିଗୁଡ଼ା ଉପଖଣ୍ଡ ମୁଖ୍ୟାଳୟରେ ପ୍ରକାଶ ପାଇଛି। ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ERO)-ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ଦ୍ୱାରା ଏହି ଚୂଡ଼ାନ୍ତ

ଦଶମନ୍ତପୁରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି…

64 ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୯ ଟିର ହେଲା ତତ୍କାଳ ସମାଧାନ... କୋରାପୁଟ : ଦଶମନ୍ତପୁର ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣିରେ

ସରକାରୀ ବିଦ୍ୟାଳୟରେ ମୌଳିକ ଭିତ୍ତିଭୂମି ଓ ଶିକ୍ଷକ ଅଭାବ ଚିନ୍ତା ଜନକ…

ଘରୋଇ ବିଦ୍ୟାଳୟ ଗୁଡ଼ିକର ସ୍ବାର୍ଥ ପାଇଁ ସରକାରୀ ସ୍କୁଲ ଗୁଡିକୁ ଅବହେଳା କରାଯାଉଛି: ମଞ୍ଚ ନିର୍ଭୁଲ ପାଠ୍ୟ ପୁସ୍ତକ ତୁରନ୍ତ ଯୋଗାଣ ସହ ୧୪ ଦଫା ଦାବି ପ୍ରଦାନ କଲା ମାନବ ଅଧିକାର ସୁରକ୍ଷା ମଞ୍ଚ ବ୍ରହ୍ମପୁର : ବ୍ରହ୍ମପୁର ସହରର ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଆବଶ୍ୟକ