ଆଦିବାସୀ ମହାବିଦ୍ୟାଳୟରେ +୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ
ବାଲିଗୁଡା (୨୩/୦୬) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ରେ +୩ କଳା, ବିଜ୍ଞାନ ଓ ବାଣିଜ୍ଯ ସମ୍ମାନ ଶ୍ରଣୀରେ ପ୍ରଥମ ପର୍ଯ୍ଯାୟ ନାମଲେଖା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି l ଅଧ୍ଯକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଙ୍କ ପ୍ରତ୍ଯକ୍ଷ ତତ୍ତ୍ୱାବଧାନ ଓ ମାର୍ଗ ଦର୍ଶନରେ!-->…