ମହାବଳ ବାଘ ଛାଲ ଜବତ, ୩ ଗିରଫ
ନବରଙ୍ଗପୁର : କଲରାପତରିଆ ନୁହେଁ ଏଥର ହେଉଥିଲା ମହାବଳ ବାଘ ଛାଲର ଡିଲ୍ । ନିଜେ ଗ୍ରାହକ ସାଜି ମହାବଳ ଛାଲ ଚୋରାଚାଲାଣକାରୀଙ୍କୁ କାବୁ କଲା ବନବିଭାଗ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେଞ୍ଜ ଅନ୍ତର୍ଗତ ପାତ୍ରୀ ସଂରକ୍ଷିତ ଜଙ୍ଗଲରେ ୧୦ ଲକ୍ଷ ଟଙ୍କାରେ ଡିଲ ବେଳେ ମହାବଳ ଛାଲ ଜବତ ହୋଇଛି!-->…