ଡିଭାଇଡରକୁ ପିଟିଲା ବାଇକ: ୨ ମୃତ, ଜଣେ ଗୁରୁତର

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ମାତାଜୀ ମଠ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରକୁ ପିଟିଲା ବାଇକ, ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର । ମୃତକ ହେଲେ ସାନକୃଷ୍ଣପୁର ପଞ୍ଚାୟତ ଚାନ୍ଦିମାଳ ଗଦି ଗାଁର ଗୋବିନ୍ଦ ବିଶ୍ବାଳ ଓ ବିଶ୍ବଜିତ ନାୟକ । ଅନ୍ୟ ଜଣେ

ଛାତ ତାଡ଼ି ସୁନା ଦୋକାନରୁ କୋଟିଏ ଟଙ୍କାର ଅଳଙ୍କାର ଲୁଟ୍

ଝାରସୁଗୁଡା : କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟ୍। ଝାରସୁଗୁଡ଼ା ଦୋକାନ ଛାତ ତାଡ଼ି କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ପୁରୁଣା ବସଷ୍ଟାଣ୍ଡ ନିକଟ ରାସ୍ତାପଡ଼ ଜୁଏଲାରୀ ଦୋକାନରୁ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଝାରସୁଗୁଡା ସହର ସ୍ଥିତ ପୁରୁଣା ବସ୍

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି ଶତାଧିକ ଗାଡ଼ି । ଗତକାଲିଠାରୁ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ଜାରି ରହିଛି । ଲଗାଣ ବର୍ଷା

ନନ୍ଦନକାନନକୁ ଆସିଲେ ୧୪ ପ୍ରଜାତିର ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନ ଆସିଲେ ନୂଆ ଜୀବଜନ୍ତୁ । ଗୁଜରାଟର ବନ୍ତାରାରୁ ଆସିଛନ୍ତି ନୂଆ ପ୍ରଜାତିର ଜୀବଜନ୍ତୁ। ନନ୍ଦନକାନନ ଆସିଲେ ନୂଆ ଅତିଥି। ନନ୍ଦନକାନନରେ ପହଞ୍ଚିଛନ୍ତି ୭ ପ୍ରଜାତିର ଜୀବଜନ୍ତୁ । ସେମାନଙ୍କ ମଧ୍ୟରେ କିଛି ନୂଆ ପ୍ରଜାତିର ଜନ୍ତୁ ରହିଛନ୍ତି । ଆସିଥିବା ଜନ୍ତୁ

ନାଲୁହା ନଦୀରେ ବୁଡ଼ି ଭାଇ-ଭଉଣୀଙ୍କ ମୃତ୍ୟୁ

ଉଦଳା: ଭାଇ ଭଉଣୀ ଭାସିଯାଇ ମୃତ । ଭାଇ ପାଣିରେ ବୁଡ଼ିଥିବା ଦେଖି ଉଦ୍ଧାର କରିବାକୁ ଯାଇଥିଲା ଦିବ୍ୟାଙ୍ଗ ଭଉଣୀ । ହେଲେ ଉଭୟ ଭାଇ ଭଉଣୀଙ୍କ ଭାସି ଯାଇ ପାଣିରେ ବୁଡି ମୃତ୍ୟୁ ହୋଇଛି । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଖୁଣ୍ଟା ଥାନା ମହ୍ଲାରପଦା ଗାଁରେ । ଆଜି ସକାଳେ ସ୍ଥାନୀୟ ଲୋକେ

ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ଚାଲିଗଲା ଶିକ୍ଷକଙ୍କ ଜୀବନ !

ପୋଲସରା: ଭୁଲ ଚିକିତ୍ସାରୁ ଚାଲିଗଲା ଶିକ୍ଷକଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ପୋଲସରା ଥାନା ପାଣ୍ଡିରିପଡା ଗାଁରେ । କ୍ଵାକ ଜୟରାମ ଦିଗାଲଙ୍କ ଭୁଲ ଚିକିତ୍ସା ଯୋଗୁଁ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି । ମୃତ ଶିକ୍ଷକ ହେଲେ ଆଦିବାସୀ ବହୁଳ

ଜମିରୁ ୬ ଫୁଟିଆ ବଉଳା କୁମ୍ଭୀର ଉଦ୍ଧାର, ଚାଷୀ ଭୟଭୀତ

ରାଜନଗର: ଚାଷ ଜମିରେ ବଉଳା କୁମ୍ଭୀର । ମାଛ ଧରିବା ପାଇଁ ବସାଯାଇଥିବା ଜାଲରେ ପଡ଼ିଲା ୬ ଫୁଟର ବଉଳା କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋହ୍ଲା ଗାଁ ଚାଷ ଜମିରେ ଭାଗବତ ସ୍ଵାଇଁ ମାଛ ଧରିବା ପାଇଁ ଲଞ୍ଜା ଜାଲ ବସାଇଥିଲେ । ସେଥିରେ ଆଜି ସକାଳୁ ଏକ ବିରାଟ ବଉଳା

ଦୁବାଇରେ ସରିଲା ଓଡ଼ିଶା ଇନଭେଷ୍ଟର୍ସ ମିଟ୍, ଆସିଲା ୨.୪୩ ଲକ୍ଷ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ବର: ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ । ଆସିଲା ୨ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ । ୬ ଲକ୍ଷ ୧୮ ହଜାର ୭୨୫ ନିଯୁକ୍ତି ସମ୍ଭାବନା । ଆବୁଧାବୀ ଓ ଦୁବାଇରେ ଅନୁଷ୍ଠିତ ତିନିଦିନିଆ କାର୍ଯ୍ୟକ୍ରମରେ ୫୨ ଟି ଓ୍ଵାନ୍-ଅନ୍-ଓ୍ଵାନ୍ ନିବେଶକ ବୈଠକ ଓ

୧୫ରୁ ପ୍ରବଳ ବର୍ଷିବ, ଦୁଇ ଦିନ ଘଡ଼ଘଡ଼ି ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାଗର ମିଜାଜ୍ ବଦଳିବାକୁ ଯାଉଛି। ଲଗାଣ ବର୍ଷାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ, ଆଗାମୀ ୧୫ ସେପ୍ଟେମ୍ବରରୁ ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ଫେରିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା

କାଦୁଅ ରାସ୍ତାରେ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ୩.୫ କିମି ଖଟିଆରେ ବୁହାହେଲେ ଗର୍ଭବତୀ…

ଗୁଡ଼ାରୀ: ରାୟଗଡ଼ା ଜିଲ୍ଲାରେ ଦୁର୍ଦ୍ଦଶାର ଚିତ୍ର । ନାହିଁ ରାସ୍ତା । ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୋହି ୩.୫ କିଲୋମିଟର ଦୂର ଆମ୍ବୁଲାନ୍ସ ନିକଟକୁ ନେବାକୁ ପଡ଼ିଛି। ଏଭଳି ମୌଳିକ ରାସ୍ତା ସୁବିଧାରୁ ବଞ୍ଚିତ ହୋଇ ଅବହେଳିତ ଅବସ୍ଥାରେ ରହିଛନ୍ତି ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ