ଲାଠି ଓ ପଥର ମାଡ଼ରେ ଚାଲିଗଲା ଭାଲୁର ଜୀବନ : ଭାଲୁ ମୃତ୍ୟୁ ମାମଲାରେ ୫ ଗିରଫ

ମାଲକାନଗିରି ବନ ବିଭାଗ ଅନ୍ତର୍ଗତ ମାଥିଲି ବନାଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲି ଭାଲୁ ମୃତ୍ୟୁ ମାମଲାରେ ବନ ବିଭାଗ ଓ ପୋଲିସ ମିଳିତ ଭାବେ ୫ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରି ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ବନ୍ୟ ଭାଲୁଟି ରାସ୍ତା ଅତିକ୍ରମ…

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ୨୩ତମ କିସ୍ତି ବିତରଣ

ଗଞ୍ଜାମ ଜିଲ୍ଲାର ୧, ୭୦, ୨୯୫ ଜଣ ହିତାଧିକାରୀଙ୍କୁ ମିଳିଲା ୩୪ କୋଟି ୫ଲକ୍ଷ ୯୦ ହଜାର ଟଙ୍କା ଛତ୍ରପୁର : ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ)ର ୨୩ତମ କିସ୍ତି ପ୍ରଦାନ କରାଯାଇଛି। ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ଯୋଗ୍ୟ କୃଷକ ପରିବାରମାନଙ୍କ…

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଯୋଗଦାନ

ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ମତଦାତା ଗଣନା ଫର୍ମର ଶତ ପ୍ରତିଶତ ଡିଜିଟାଇଜେସନ୍ ଯୋଗୁଁ 127 ଭାଗର ବି.ଏଲ୍.ଓ ରମେଶ ମଲ୍ଲିକ ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତବ୍ରହ୍ମପୁର : ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ…

ନୟାଗଡ ଜିଲ୍ଲା ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା : ନୟାଗଡ଼ ଜିଲ୍ଲାର ଏନ୍‌ଇଇଟି (NEET) ପରୀକ୍ଷାର୍ଥୀଙ୍କ ପାଇଁ ମାଗଣା ବସ…

ନୟାଗଡ଼ : ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକ୍ରମେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପରିବହନ ବିଭାଗ ପକ୍ଷରୁ ଜୁନ ୨୧ରେ ହେବାକୁ ଥିବା ‘ଏନ୍‌ଇଇଟି ’(NEET) ପରୀକ୍ଷାର୍ଥୀଙ୍କ ପାଇଁ ନିଃଶୁଳ୍କ ସରକାରୀ ବସ୍ ସେବାର ବ୍ୟବସ୍ଥା କରାଯାଇଛି । ଏହାଦ୍ଵାରା ପରୀକ୍ଷାର୍ଥୀମାନେ…

ଆଲିପୁର ପଥରା ବେଆଇନ ବାଲି ଘାଟରୁ ପ୍ରଶାସନ ନାଁ ରେ ଅର୍ଥ ଆଦାୟ ଚାଲିଛି ….!

ମାଫିଆ ମାନଙ୍କ ହାତରେ ବଟି ଆଦାୟ କରୁଛି କିଏ ….! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ ଆଲିପୁର ନିକଟସ୍ଥ ପଥରା ବେଆଇନ ବାଲି ଘାଟରୁ ସହ ସହ ଟ୍ରାକ୍ଟର ରେ ବାଲି ଚାଲାଣ ହେଉଛି। ଦିନ ରାତି ପାଳି ପାଳି କରି ରାଜସ୍ବ, ପୋଲିସ ଓ ଖଣି ବିଭାଗ କୁ ମାସିଆରି ବଟି ଦେବା ନାଁ ରେ…

ବ୍ଲକସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼ : ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତି ଉପଲକ୍ଷେ ଓଡ଼ିଶା ସାରା ବିକାଶର ଧାରା କାର୍ଯ୍ୟକ୍ରମ ଚାଲୁ ରହିଛି । ଏହି ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ପରିସରର ସଭାଗୃହରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ବ୍ଲକସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମରେ ପ୍ରାକୃତିକ…

ଅଡାଲ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ନୟାଗଡ଼, ୧୯/୦୬(ନିସର୍ତ୍ତ) : ପୂର୍ବରୁ ମାଛ ଧରାକୁ କେନ୍ଦ୍ର କରି ଅଡାଲ ଗ୍ରାମରେ ଗଣ୍ଡଗୋଳ ଲାଗିରହି ଥିବା ବେଳେ ପୁନର୍ବାର ମାଛ ଧରାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସୂଚନା ଅନୁସାରେ ନୟାଗଡ ଜିଲ୍ଲା…

ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ବିପୁଳ ସମ୍ପତ୍ତି ସହ ନଗଦ ଟଙ୍କା ଓ ସୁନା…

କୋରାପୁଟ : କୋରାପୁଟ ଓ କୋଟପାଡ଼ ଅଞ୍ଚଳରୁ ମିଳିଥିବା ସୂଚନା ଅନୁଯାୟୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକରେ କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ସତ୍ୟ ନାରାୟଣ ସେଠୀଙ୍କ ବିଭିନ୍ନ ସ୍ଥାନରେ ଥିବା ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା…

ଟିଏମସିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରିୟା ମଲ୍ଲିକ

କଲକାତା : ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରିୟା ମଲ୍ଲିକ ସମସ୍ତ ଟିଏମସି ପଦବୀରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ଦିନ ସେ ଅସୁସ୍ଥ ସ୍ୱାସ୍ଥ୍ୟ କାରଣ ଦର୍ଶାଇ ସମସ୍ତ ଟିଏମସି ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫାପତ୍ରକୁ ସାର୍ବଜନୀନ କରି ପୂର୍ବତନ ମନ୍ତ୍ରୀ କହିଛନ୍ତି ଯେ…

ଟେଲିଗ୍ରାମ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ, ଜୁନ୍ ୨୨ ପର୍ଯ୍ୟନ୍ତ ଜାରି ରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟ ଟେଲିଗ୍ରାମ ଉପରେ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି । NEET ପୁନଃପରୀକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ଲାଗୁ କରାଯାଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଦାଖଲ କରାଯାଇଥିବା ଟେଲିଗ୍ରାମ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ…