ପ୍ରବଳ ବର୍ଷା ଯୋଗୁଁ ମାଲକାନଗିରିରେ ସମସ୍ତ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ; ଉଲ୍ଲଂଘନ କଲେ ହେବ କଠୋର…

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଲଗାତାର ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେବା ସହ ରାସ୍ତାଘାଟ ଅବରୋଧ ଓ ଯାତାୟାତ ଗମ୍ଭୀର ଭାବେ ବାଧାପ୍ରାପ୍ତ ହୋଇଛି। ଏହି ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ଜନସାଧାରଣଙ୍କ ସୁରକ୍ଷା ତଥା ଆଇନ ଶୃଙ୍ଖଳା ରକ୍ଷା

ସରକାରୀ ନିର୍ଦ୍ଦେଶ ସତ୍ତ୍ୱେ ମଦ ବିକ୍ରି ଅଭିଯୋଗ…

ବାଲିମେଳାରୁ ସାମ୍ନାକୁ ଆସିଲା ବିଦେଶୀ ଠିପି ବନ୍ଦ ମଦ ବିକ୍ରିର ଭିଡିଓ ।ମାଲକାନଗିରି : ପ୍ରବଳ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ରାସ୍ତାଘାଟ ଅବରୋଧ ଓ ଯାତାୟାତ ବାଧାପ୍ରାପ୍ତ ହେଉଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି, ୧୨ ସେପ୍ଟେମ୍ବର ୨୦୨୬ରେ ଜିଲ୍ଲାର ସମସ୍ତ

ସାକ୍ଷରତାର ଆଲୋକ ବିତରଣ କଲା ‘ଉଲ୍ଲାସ’ : ବ୍ଲକ ସ୍ତରୀୟ ଜନସଚେତନତା ପଦଯାତ୍ରା

ବାଲିଗୁଡ଼ା : ହାତରେ ସଚେତନତାର ବାର୍ତ୍ତା, ମୁହଁରେ ସାକ୍ଷରତାର ସ୍ଲୋଗାନ ଏବଂ ମନରେ ଏକ ସୁନ୍ଦର ସମାଜ ଗଠନର ସଂକଳ୍ପ। ଏଭଳି ଏକ ଶିକ୍ଷାମୟ ପରିବେଶରେ ବାଲିଗୁଡ଼ା ସହରରେ ଅନୁଷ୍ଠିତ ହୋଇଛି ବ୍ଲକସ୍ତରୀୟ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ ଜନସଚେତନତା ପଦଯାତ୍ରା। ସାକ୍ଷରତା କେବଳ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ…

ଶୋଭାଯାତ୍ରା, ଘୋଡ଼ାନାଚ ଓ ଲୋକନୃତ୍ୟରେ ଗାଁ ଗାଁରେ ପହଞ୍ଚିଲା ସାକ୍ଷରତାର ବାର୍ତ୍ତା ନୟାଗଡ଼,୧୨/୦୯(ନିସର୍ତ୍ତ): ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମକୁ ଜନଆନ୍ଦୋଳନର ରୂପ ଦେବା ଲକ୍ଷ୍ୟରେ ରଣପୁର ବ୍ଲକ ମହତପଲ୍ଲା ବିଦ୍ୟାଳୟ ପକ୍ଷରୁ ଏକ ଆକର୍ଷଣୀୟ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ…

୫୧,୧୩୩ଟି ମାମଲାର ଆପୋଷ ସମାଧାନ ବ୍ରହ୍ମପୁର, ତା. ୧୨/୦୯/୨୦୨୬: ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆଜି ଜିଲ୍ଲାର ବିଭିନ୍ନ ଅଦାଲତରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ଜିଲ୍ଲା କୋର୍ଟ ସମେତ ଜିଲ୍ଲାର ସମସ୍ତ

‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ ଅଭିଯାନରେ ସାମିଲ ହେଲେ ଛାତ୍ରଛାତ୍ରୀ ଓ ଯୁବଗୋଷ୍ଠୀ…

ନୀଳ ଅର୍ଥନୀତି, ସୁସ୍ଥ ଓ ସ୍ଥାୟୀ ବିକାଶ, ମତ୍ସ୍ୟଜୀବୀଙ୍କ ଜୀବନ ଓ ଜୀବିକାର ବିକାଶ ତଥା ସାମୁଦ୍ରିକ ଗବେଷଣା ଉପରେ ସରକାରଙ୍କ ଗୁରୁତ୍ୱ ପ୍ରକୃତି ମା’କୁ ଭଲ ପାଇବା ସହ ପରିବେଶକୁ ସ୍ୱଚ୍ଛ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ : ଚିତ୍ରା ଆରୁମୁଗମ୍ ବ୍ରହ୍ମପୁର //ଗୋପାଳପୁର, ତା.

ପାର୍ବଣରେ ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଆସୁଛି ପାର୍ବଣ ଋତୁ । ଏପଟେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ସମସ୍ତ ପୂଜା କମିଟି, ଆୟୋଜକ, ବ୍ୟବସାୟୀ, ଅଭିଭାବକ ଏବଂ ସାଧାରଣ ନାଗରିକଙ୍କୁ ପୂଜା ଓ ପାର୍ବଣ ସମୟରେ ବିଦ୍ୟୁତ ଶକ୍ତିର ସୁରକ୍ଷିତ ବ୍ୟବହାର ସହିତ ଆବଶ୍ୟକ

ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ଆମେରିକା ଓ ଇରାନକୁ ପିଏମ୍ ମୋଦିଙ୍କ ପରୋକ୍ଷ ବାର୍ତ୍ତା

ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୀତି ଏବଂ ଭୂ-ରାଜନୀତିରେ ବ୍ରିକ୍ସ ସମୂହର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଉଛି । ବ୍ରିକ୍ସ ବିଜନେସ୍ ଫୋରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସଶକ୍ତ ଏବଂ ବିକଶିତ ଭାରତର ଚିତ୍ର ଉପସ୍ଥାପନ କରିବା ସହ ବିଶ୍ୱ ବାଣିଜ୍ୟ ଏବଂ ସୁରକ୍ଷା

ମୋଦୀ-ପୁଟିନ ଦ୍ୱିପାକ୍ଷିକ ବୈଠକ: ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତିନିଦିନିଆ ଭାରତ ଗସ୍ତରେ ଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଭାରତ-ରୁଷ ସମ୍ପର୍କର ବିଭିନ୍ନ