ଭୟରେ ଅଧିକ ଗ୍ୟାସ୍ କିଣୁଛନ୍ତି ଗ୍ରାହକ: ଦୈନିକ ୭୫.୭ ଲକ୍ଷ ବୁକିଂ
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶରେ ରନ୍ଧନ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଘରୋଇ ଏଲ୍ପିଜି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସରକାର ବାଣିଜ୍ୟିକ ଏଲ୍ପିଜି ଯୋଗାଣ ଉପରେ କଟକଣା ଲଗାଇଛନ୍ତି। ଏଭଳି ସମୟରେ ସରକାର ଆଜି କହିଛନ୍ତି ଯୁଦ୍ଧ କାରଣରୁ ଏଲ୍ପିଜି ନପାଇବା ଆଶଙ୍କା!-->…