ପିଏମ୍ ସ୍ୱନିଧି ଯୋଜନା; ଷ୍ଟାମ୍ପ ଶୁଳ୍କ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଷ୍ଟ୍ରିଟ୍ ଭେଣ୍ଡର(ରାସ୍ତାକଡ଼ ବ୍ୟବସାୟୀ )ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି । ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହୋଇଥିବା ସମସ୍ତ ତିନୋଟି ପର୍ଯ୍ୟାୟର ଋଣ ଉପରେ ରାଜ୍ୟ ସରକାର…

ତୁଟିଲା ରଥଖଳା ବିବାଦ, ସ୍ଵାଭାବିକ ହେଲା ରଥ ନିର୍ମାଣ କାର୍ଯ୍ୟ

ପୁରୀ: ତୁଟିଲା ବିବାଦ, ଚାଲିଲା ରଥକାମ। ରଥଖଳା ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବ ପରି ପୁଣି ଥରେ ରଥଖଳାରେ ଆରମ୍ଭ ହେଲା ତିନି ରଥର ନିର୍ମାଣ କାର୍ଯ୍ୟ। ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଉନ୍ନୟନ ପ୍ରଶାସକଙ୍କ ସହ ଆଲୋଚନା…

ଶେଷରଜ ସନ୍ଧ୍ୟାରେ ଗଣ୍ଡିଆଗୁଡ଼ା ବସ୍ତିରେ କୁଇଜ୍ ଓ ପୁରସ୍କାର ବିତରଣ

ମାଲକାନଗିରି : ରଜପର୍ବର ଶେଷ ସନ୍ଧ୍ୟାକୁ ସ୍ମରଣୀୟ କରିବା ପାଇଁ ମାଲକାନଗିରି ସହରର ୱାର୍ଡ ନଂ–୧୮ ଗଣ୍ଡିଆଗୁଡ଼ା ବସ୍ତିରେ ଏକ ନିଆରା କୁଇଜ୍ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଥିଲା। ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବସ୍ତିର…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ତିରୋଧାନ ଦିବସ ପାଳନ

ପାଠ୍ୟକ୍ରମରେ ନୀତିଗତ ଶିକ୍ଷା ପ୍ରଚଳନ ପାଇଁ ପୂଜ୍ୟ ପୂଜା ସମିତିର ଆହ୍ଵାନ ବ୍ରହ୍ମପୁର : ଦେଶପ୍ରେମ ଓ ମାନବ ସେବାର ପ୍ରତୀକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ ତମ ମୃତ୍ୟୁ ବାର୍ଷିକୀରେ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟପୂଜା ସମିତି ପକ୍ଷରୁ ଆଜି ସ୍ଥାନୀୟ ଗିରିରୋଡ ଛକ ସ୍ଥିତ…

ରାଇଘରର ଏକ ଢାବାରେ ଭୟାବହ ଅଗ୍ନିକାଣ୍ଡ : ଗ୍ୟାସ ଟାଙ୍କି ଲିକେଜରୁ ନିଆଁ, ତିନି ଜଣ ଗୁରୁତର…

ଉମରକୋଟ/ରାଇଘର, (୧୭/୦୬/୨୦୨୬):- ନବରଙ୍ଗପୁର ଜିଲ୍ଲାର ରାଇଘର ସଦର ଅଞ୍ଚଳରେ ଥିବା ମାଉଲି ମା ମନ୍ଦିର ନିକଟସ୍ଥ ଏକ ଢାବାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କିରୁ ଗ୍ୟାସ ଲିକେଜ ହେବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ…

କୂଅକୁ ଖସିଲା ତୀର୍ଥଯାତ୍ରୀ ଭ୍ୟାନ୍, ୧୪ ମୃତ

ମୁମ୍ବଇ : ମହାରାଷ୍ଟ୍ରର ପଣ୍ଡରପୁରରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଏକ କୂଅ ମଧ୍ୟକୁ ଖସିପଡ଼ିଛି। ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ତୀର୍ଥଯାତ୍ରୀମାନେ ଧାର୍ମିକ…

ସୁରକ୍ଷିତ ଭାବେ ହର୍ମୁଜ ଅତିକ୍ରମ କଲା ଭାରତୀୟ ଜାହାଜ ‘ଦିଶା’

ନୂଆଦିଲ୍ଲୀ : ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ହେବା ପରେ ଏହା ପ୍ରଥମ ଭାରତୀୟ ପତାକାଧାରୀ ବାଣିଜ୍ୟିକ ଜାହାଜ ଯାହାକି ହର୍ମୁଜ ପ୍ରଣାଳୀ ଅତିକ୍ରମ କରିଛି। ଏହି ଜାହାଜଟି ଗତ ପ୍ରାୟ…

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’…

ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନିର୍ମମ ହତ୍ୟା

ପ୍ରୟାଗରାଜ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ହୃଦୟ ବଦାରକ ଘଟଣା । ମେଜା ଥାନା ଅର୍ନ୍ତଗତ କୁକରକଟୱା ଗାଁରେ ଗୋଟିଏ ପରିବାର ୩ ଜଣ ଲୋକଙ୍କୁ ହତ୍ୟା କରାଯାଇଛି । ମଙ୍ଗଳବାର ସକାଳେ ଗାଁ ଲୋକ ଘର ବାହାରେ ରକ୍ତ ଦେଖିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା । ଖବର ମୁତାବକ, ଗାଁରେ ଥିବା…

NEET UG ପରୀକ୍ଷା ପାଇଁ ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : NEET UG ପୁନଃ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।…