ବରିଷ୍ଠ ବିଜେପି ନେତା ବିଜୟ କୁମାର ମଲହୋତ୍ରାଙ୍କ ପରଲୋକ
ଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ଦିଲ୍ଲୀ ବିଜେପିର ଅଧ୍ୟକ୍ଷ ବିଜୟ କୁମାର ମଲହୋତ୍ରାଙ୍କ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ ସେ ଦୀର୍ଘ ଦିନରୁ ଦିଲ୍ଲୀ ଏମସରେ ଚିକିତ୍ସିତ ହେଉଥିଲେ । ଏହାରି ମଧ୍ୟରେ ସେ ୯୪ ବର୍ଷ ବୟସରେ ଆଖି ବୁଜିଛନ୍ତି । ରାଜନୈତିକ!-->…