ବିକାଶ ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା

କଣ୍ଟାବାଞ୍ଜି : କଣ୍ଟାବାଞ୍ଜିର ବିକାଶ ପ୍ରତି ଅବହେଳା ପ୍ରତିବାଦରେ କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ। ବିଭିନ୍ନ ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ। ଇଞ୍ଜିନିୟରିଂ କଲେଜ,କୃଷି କଲେଜ, ନର୍ସିଂ କଲେଜ ଏବଂ ଶିଳ୍ପାୟନ ପ୍ରତିଷ୍ଠା ଦାବି କରିବା ସହିତ ଅଞ୍ଚଳର…

ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ଡିଜିଟାଇଜେସନ ପ୍ରତିଶତ ୫୨.୭୨…

ବିଧାନସଭା କ୍ଷେତ୍ର ଭିତ୍ତିକ ଡିଜିଟାଲାଇଜେସନରେ ୭୩.୯୨ ପ୍ରତିଶତ ସହ ସୋରଡା ଶୀର୍ଷରେ ରହିଛି ଛତ୍ରପୁର : ଗଞ୍ଜାମ ଜିଲ୍ଲାର ପ୍ରାୟ ଭୋଟରଙ୍କ ପାଖରେ ପରିଗଣନା ଫର୍ମ ପହଞ୍ଚି ସାରିଥିବାରୁ ଏବେ ଜିଲ୍ଲା ପ୍ରଶାସନର ସମ୍ପୂର୍ଣ୍ଣ ଫୋକସ୍ ଡିଜିଟାଇଜେସନ ଉପରେ ରହିଛି। ବର୍ତ୍ତମାନ…

ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ..

ଉମରକୋଟ/ଚନ୍ଦାହାଣ୍ଡି:- ( ୧୬/୦୬/୨୦୨୬) ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ପ୍ରମୋଦ କୁମାର ପୃଷ୍ଟି ଏବଂ ଉମରକୋଟ ଉପଖଣ୍ଡ ଆରକ୍ଷୀ…

୫ ଜୁଆଡ଼ି ଗିରଫ, ୮୫୭୫ ଟଙ୍କା ଜବତ…

ବାଲୁଗାଁ : ରଜ ପର୍ବ ଅବସରରେ ଗାଁ ଗଣ୍ଡା ଠାରୁ ସହର ପର୍ଯ୍ୟନ୍ତ ଖୁସିର ମାହୋଲ ଖେଳିଯାଇଥିବା ବେଳେ କିଛି ସମୟରେ ଏଭଳି ହେଉଥିବା ଦେଖିବାକୁ ଗଳି କନ୍ଦିରେ ଜୁଆଡ଼ିଙ୍କ ଆସର ବେଶ ଜମୁଥୁବା ଦେଖୁବାକୁ ମିଳୁଛି। ବାଲୁଗାଁ ତଥା ଆଖପାଖ ଅଞ୍ଚଳରେ ପୋଲିସ ନଜର ରଖିଥିବା ବେଳେ ଯୁଆଡ଼ି ବହୁ…

ଡୁରାରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ

ଛତ୍ରପୁର(୧୬/୦୬) : ‘ବିକାଶର ଧାରା, ଓଡ଼ିଶା ସାରା’ ପରିପ୍ରେକ୍ଷୀରେ ଆଜି ରଙ୍ଗେଇଲୁଣ୍ଡା ବ୍ଲକର ଡୁରା ପଞ୍ଚାୟତରେ ଆୟୋଜିତ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ମାଧ୍ୟମରେ ଗଞ୍ଜାମ ଜିଲ୍ଲାକୁ ସ୍ୱଚ୍ଛ ଓ ପ୍ଲାଷ୍ଟିକମୁକ୍ତ କରିବାର ସଙ୍କଳ୍ପକୁ ଆହୁରି ସୁଦୃଢ କରାଯାଇଛି। …

ଟେକଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ…

ମାଲକାନଗିରି :ମାଲକାନଗିରି ଜିଲ୍ଲା ଜିଲ୍ଲା ସଦର ମହକୁମାକୁ ବାଲିମେଳା ସହ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ସ୍ଥିତ ଟେକଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ ଓଲୋଟି ପଡିଥିବା ଦେଖିବାକୁ ମିଳିଛି। ସୁଚନା ଅନୁଯାୟୀ ମଙ୍ଗଳବାର ଭୋର ସମୟରେ ଉମରକୋଟ ଅଞ୍ଚଳର ଜଣେ ବ୍ୟକ୍ତି…

ଆସିକା ରେ ଥିବା ଏ.ସି.ଏମ.ପି. ସି ଏସ ର ଜମି ବିକ୍ରି ପାଇଁ ଚାଲିଛି ମସୁଧା…..!

ପୁଣି ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଚର୍ଚ୍ଚା ରେ…..!ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ସମବାୟ ନଗରୀ ରୂପେ ପରିଚିତ ଆସିକା ସହର। ଆସିକା ଅଞ୍ଚଳରେ ଥିବା ଏ.ସି.ଏମ.ପି.ସି.ଏସ ର ବହୁ ମୂଲ୍ୟବାନ ଜମିକୁ ଆସିକା ଅଞ୍ଚଳର କିଛି ଦଲାଲ ନିଜ ନାମରେ ଦସ୍ତାବିଜ କରି ବିକ୍ରି ପାଇଁ ମସୁଧା…

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ସୋସିଆଲ ମିଡିଆ ବ୍ୟବହାର କରିବେନି ୧୬ ବର୍ଷରୁ କମ ବୟସର ପିଲା

ଲଣ୍ଡନ : ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ପିଲାମାନଙ୍କ ମାନସିକ ଏବଂ ସାମାଜିକ ସୁସ୍ଥତା ସମ୍ପର୍କକୁ ଧ୍ୟାନରେ ରଖି ୟୁକେ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର୍ ଘୋଷଣା କରିଛନ୍ତି ଯେ, ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ…

ଏନ୍‌ସିପିଆଇରେ ବିଲୟ ହେଲେ ୨୦ ଟିଏମ୍‌ସି ସାଂସଦ,ଏନ୍‌ଡିଏକୁ ସମର୍ଥନ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖିଆ ମମତା ବାନାର୍ଜୀଙ୍କ ଦଳର ଦୁଇ ତୃତୀୟାଂଶ ବିଦ୍ରୋହୀ ସାଂସଦ ଦିଲ୍ଲୀରେ ବଡ଼ ଖେଳ କରିଛନ୍ତି। ଟିଏମସିର ୨୦ ଜଣ ବିଦ୍ରୋହୀ ଲୋକସଭା ସାଂସଦ ତ୍ରିପୁରାର ଆଞ୍ଚଳିକ ଦଳ ‘ନ୍ୟାସନାଲିଷ୍ଟ ସିଟିଜେନ୍ସ…

ମାଲକାନଗିରି-ଛତିଶଗଡ଼ ସୀମାରୁ ବଡ଼ ମାଓବାଦୀ ଡମ୍ପ ଠାବ, ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

ମାଲକାନଗିରି:ମାଲକାନଗିରି ଜିଲ୍ଲାରେ ସୁରକ୍ଷା ବାହିନୀକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ଠାରୁ ମିଳିଥିବା ସୂଚନା ଆଧାରରେ ମାଲକାନଗିରି ଡିଭିଏଫ୍ (DVF) ଟିମ୍ ଦ୍ୱାରା ଚଳାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଏକ ବଡ଼ ମାଓବାଦୀ ଡମ୍ପ ଠାବ କରାଯାଇଛି। ସୋମବାର…